ରାଉରକେଲାର ସର୍ଭେଣ୍ଟ କ୍ୱାର୍ଟସରେ ଗ୍ୟାସ୍‌ ଟାଙ୍କି ଫାଟି ଅଗ୍ନିକାଣ୍ଡ

Advertisment
ରାଉରକେଲାର ସର୍ଭେଣ୍ଟ କ୍ୱାର୍ଟସରେ ଗ୍ୟାସ୍‌ ଟାଙ୍କି ଫାଟି ଅଗ୍ନିକାଣ୍ଡ

ରାଉରକେଲା: ରାଉରକେଲା ସେକ୍ଟର ୧୭ବି ବ୍ଲକସ୍ଥିତ ସର୍ଭେଣ୍ଟ କ୍ୱାଟର୍ସ ଗ୍ୟାସ୍‌ ଟାଙ୍କି ଫାଟି ଅଗ୍ନିକାଣ୍ଡ ଘଟିଛି। କ୍ୱାର୍ଟସର ସମସ୍ତ ଆସବାବ ପାତ୍ର ଜଳିପୋଡି ପାଉଁଶ ହୋଇଯାଇଛି। ରାଉରକେଲା ଇସ୍ପାତ କାରଖାନା ଅଗ୍ନିଶମ କର୍ମଚାରୀ ପହଁଚି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡରେ ପରିବାର କାହାର କିଛି କ୍ଷୟକ୍ଷତି ହୋଇ ନଥିବା ଜଣାପଡିଛି। ସେକ୍ଟର-୧୫ ପୁଲିସ ଘଟଣାସ୍ଥଳରେ ପହଁଚି ଘଟଣାର ତଦନ୍ତ ଚଳାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe