ପଞ୍ଚାୟତ ନିର୍ବାଚନ ପାଇଁ ବାଟ ଫିଟିଲା! ପ୍ରକାଶ ପାଇଲା ଗେଜେଟ୍ ବିଜ୍ଞପ୍ତି

ଭୁୁବନେଶ୍ବର: ପଞ୍ଚାୟତ ନିର୍ବାଚନ ପାଇଁ ବାଟ ଫିଟିଛି। ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଇଁ ଗେଜେଟ ବିଜ୍ଞପ୍ତି ପ୍ରକାଶ ପାଇଛି । ୱାର୍ଡ଼ ମେମ୍ବର, ସରପଞ୍ଚ, ସମିତି ସଭ୍ୟ ଓ ଜିଲ୍ଲା ପରିଷଦ ପାଇଁ ଏହି ଗେଜେଟ ବିଜ୍ଞପ୍ତି ପ୍ରକାଶ ପାଇଛି। ସେପଟେ ପଞ୍ଚାୟତ ନିର୍ବାଚନ ପାଇଁ ସରକାରଙ୍କ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ଏନେଇ ରାଜ୍ୟ ନିର୍ବାଚନ କମିସନଙ୍କୁ ଦିଆଯାଇଛି ଚୂଡ଼ାନ୍ତ ରିପୋର୍ଟ । ପଞ୍ଚାୟତିରାଜ ବିଭାଗ ପକ୍ଷରୁ ନିର୍ବାଚନ କମିଶନଙ୍କୁ ସଂରକ୍ଷଣର ଚୂଡ଼ାନ୍ତ ତାଲିକା ଦିଆଯାଇଛି । ସୋମବାର ସର୍ବଦଳୀୟ‌ ବୈଠକ ପରେ ସୋମବାର ତାରିଖ ଘୋଷଣା ହୋଇପାରେ।

ସମ୍ବନ୍ଧିତ ଖବର