ଝାରସୁଗୁଡ଼ା: ଆସନ୍ତା ୧୧ ତାରିଖରେ ଦିନିକିଆ ଝାରସୁଗୁଡ଼ା ଗସ୍ତରେ ଆସୁଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍।
ଝାରସୁଗୁଡ଼ାସ୍ଥିତ ଡିଏଭି ସ୍କୁଲର ରୌପ୍ୟ ଜୟନ୍ତୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ରାଜ୍ୟପାଳ। ସନ୍ଧ୍ୟାରେ ରାଜ୍ୟପାଳ ପୁଣି ଭୁବନେଶ୍ବର ଫେରିଯିବାର କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/04/14-3.jpg)