ଜୟପୁରରୁ ସୁଭଦ୍ରାର ତୃତୀୟ କିସ୍ତି ଟଙ୍କା ବାଣ୍ଟିବେ ସରକାର: ମାର୍ଚ୍ଚ ୩୦ ସୁଦ୍ଧା ୬୦ ବର୍ଷ ହୋଇଥିବା ହିତାଧିକାରୀ କଟିବେ

Advertisment

ଅଗଷ୍ଟ ୯ ତାରିଖରେ ହିତାଧିକାରୀଙ୍କୁ ସୁଭଦ୍ରାର ତୃତୀୟ କିସ୍ତି ମିଳିବ। କୋଟିଏ ରୁ ଉର୍ଦ୍ଧ୍ବ ହିତାଧିକାରୀଙ୍କୁ ଏକକାଳୀନ ଯିବ ସୁଭଦ୍ରା ଟଙ୍କା ମିଳିବ। ଜୟପୁରରୁ ସୁଭଦ୍ରାର ତୃତୀୟ କିସ୍ତି ଟଙ୍କା ସରକାର ବାଣ୍ଟିବେ। ଏହା ପୂର୍ବରୁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୁର୍ଣ ବୈଠକ ବସିଥିଲା....

ଅଗଷ୍ଟ ୯ ତାରିଖରେ ହିତାଧିକାରୀଙ୍କୁ ସୁଭଦ୍ରାର ତୃତୀୟ କିସ୍ତି ମିଳିବ। କୋଟିଏ ରୁ ଉର୍ଦ୍ଧ୍ବ ହିତାଧିକାରୀଙ୍କୁ ଏକକାଳୀନ ଯିବ ସୁଭଦ୍ରା ଟଙ୍କା ମିଳିବ। ଜୟପୁରରୁ ସୁଭଦ୍ରାର ତୃତୀୟ କିସ୍ତି ଟଙ୍କା ସରକାର ବାଣ୍ଟିବେ। ଏହା ପୂର୍ବରୁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୁର୍ଣ ବୈଠକ ବସିଥିଲା....

Government to distribute third installment of Subhadra money from Jaipur: Beneficiaries who have turned 60 by March 30 will be eligible

Government to distribute third installment of Subhadra money from Jaipur: Beneficiaries who have turned 60 by March 30 will be eligible Photograph: (sambad.in)

ଭୁବନେଶ୍ବର:  ଅଗଷ୍ଟ ୯ ତାରିଖରେ  ହିତାଧିକାରୀଙ୍କୁ ସୁଭଦ୍ରାର ତୃତୀୟ କିସ୍ତି ମିଳିବ। କୋଟିଏ ରୁ ଉର୍ଦ୍ଧ୍ବ ହିତାଧିକାରୀଙ୍କୁ ଏକକାଳୀନ ଯିବ ସୁଭଦ୍ରା ଟଙ୍କା ମିଳିବ। ଜୟପୁରରୁ ସୁଭଦ୍ରାର ତୃତୀୟ କିସ୍ତି ଟଙ୍କା ସରକାର ବାଣ୍ଟିବେ।  ଏହା ପୂର୍ବରୁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ଗୁରୁତ୍ବପୁର୍ଣ ବୈଠକ ବସିଥିଲା। ସୁଭଦ୍ରା ସମ୍ପର୍କିତ ବିଭିନ୍ନ ଦିଗକୁ ନେଇ ଷ୍ଟିଅରିଙ୍ଗ କମିଟି ବୈଠକରେ ଆଲୋଚନା ହୋଇଛି ବୋଲି ମହିଳା ଓ ଶିଶୁ ବିକାଶ ବିଭାଗ ଅତିରିକ୍ତ ସଚିବ ଦୂତିବାସ ରାଉତ ସୂଚନା ପ୍ରଦାନ କରିଛନ୍ତି।

 ଆଗକୁ ସୁଭଦ୍ରା ଯୋଜନାରେ ହିତାଧିକାରୀଙ୍କୁ ନୂଆ ଯୋଡ଼ାଯିବା ନେଇ ବି ବୈଠକରେ ଆଲୋଚନା ହୋଇଛି। ଲୋକଙ୍କ ଫିଡ୍ ବ୍ୟାକ୍ ଉପରେ ସରକାର ଗୁରୁତ୍ବ ଦେଉଛନ୍ତି । 

ଅଧିକ ପଢ଼ନ୍ତୁ: ସୁଭଦ୍ରା ଯୋଜନାରୁ ବାଦ୍ ପଡ଼ିଥିବା ୨ ଲକ୍ଷ ମହିଳାଙ୍କୁ ଆଉ ପୁନର୍ବାର ଆବେଦନ କରିବେ ନାହିଁ: ଉପମୁଖ୍ୟମନ୍ତ୍ରୀ

ସୁଭଦ୍ରା ଟଙ୍କା ମହିଳାମାନେ କିପରି ବ୍ୟବହାର କରୁଛନ୍ତି ଏହା ଉପରେ ମତାମତ ନେବାକୁ ଷ୍ଟିଅରିଙ୍ଗ କମିଟିରେ ନିଷ୍ପତ୍ତି ହୋଇଛି। 

ଏହା ସହିତ ୨୧ ବର୍ଷ ହୋଇଥିବା ହିତାଧିକାରୀ ପରେ ନୂଆ ସାମିଲ ହେବେ। ମାର୍ଚ୍ଚ ୩୦ ସୁଦ୍ଧା ୬୦ ବର୍ଷ ଅତିକ୍ରମ କରିଥିବା ହିତାଧିକାରୀ ଯୋଜନାରୁ ବାଦ ପଡ଼ିବେ ବୋଲି ସଚିବ ସୂଚନା ପ୍ରଦାନ କରିଛନ୍ତି।

ଅଧିକ ପଢ଼ନ୍ତୁ: ଚିକିତ୍ସା ପାଇଁ ଟଙ୍କା ନଥିବାରୁ ରାସ୍ତା କଡ଼ରେ ଫିଙ୍ଗିଲା ବୋହୂ, ଛଟପଟ ହୋଇ ଚାଲିଗଲା ଶାଶୂର ଜୀବନ

Subhadra Yojana

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe