ଭୁବନେଶ୍ବର: ରାଜ୍ୟପାଳ ହରିବାବୁ କମ୍ଭମପାଟି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଦୀପାବଳି ଶୁଭେଚ୍ଛା ଜଣାଇଛନ୍ତି। ସନ୍ଧ୍ୟାରେ ରାଜ୍ୟପାଳ ଶ୍ରୀ କମ୍ଭମପାଟି ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନକୁ ଆସି ଉପହାର ପ୍ରଦାନ କରିବା ସହ ଦୀପାବଳି ଉପଲକ୍ଷେ ଶୁଭେଚ୍ଛା ଜଣାଇଥିଲେ। ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ଧର୍ମପତ୍ନୀ ରାଜ୍ୟପାଳଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସ୍ୱାଗତ କରିଥିଲେ। ଏହି ଅବସରରେ ଉଭୟ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ ରାଜ୍ୟର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିଥିଲେ।
ମୁଖ୍ୟମନ୍ତ୍ରୀଙ୍କୁ ଦୀପାବଳି ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ
ରାଜ୍ୟପାଳ ହରିବାବୁ କମ୍ଭମପାଟି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଦୀପାବଳି ଶୁଭେଚ୍ଛା ଜଣାଇଛନ୍ତି। ସନ୍ଧ୍ୟାରେ ରାଜ୍ୟପାଳ ଶ୍ରୀ କମ୍ଭମପାଟି ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନକୁ ଆସି ଉପହାର ପ୍ରଦାନ କରିବା ସହ ଦୀପାବଳି ଉପଲକ୍ଷେ ଶୁଭେଚ୍ଛା ଜଣାଇଥିଲେ।
/sambad/media/media_files/2025/10/16/dagdagadgzcv-2025-10-16-01-47-53.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)