ଗାନ୍ଧୀ ମାର୍ଗରେ ଜାତୀୟ ପତାକା ଉତ୍ତୋଳନ କଲେ ରାଜ୍ୟପାଳ

Advertisment

୭୬ ତମ ସାଧାରଣତନ୍ତ୍ର ଦିବସ ଅବସରରେ ଭୁବନେଶ୍ବରର ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ପରେଡରେ ରାଜ୍ୟପାଳ ଡ.ହରିବାବୁ କମ୍ଭମପତି ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି...

୭୬ ତମ ସାଧାରଣତନ୍ତ୍ର ଦିବସ ଅବସରରେ ଭୁବନେଶ୍ବରର ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ପରେଡରେ ରାଜ୍ୟପାଳ ଡ.ହରିବାବୁ କମ୍ଭମପତି ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି...

Governor hoisted the national flag on Gandhi Marg

Governor hoisted the national flag on Gandhi Marg Photograph: (sambad.in)

ଭୁବନେଶ୍ବର: ୭୬ ତମ ସାଧାରଣତନ୍ତ୍ର ଦିବସ ଅବସରରେ ଭୁବନେଶ୍ବରର ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ପରେଡରେ ରାଜ୍ୟପାଳ ଡ.ହରିବାବୁ କମ୍ଭମପତି ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି।

ଅଧିକ ପଢ଼ନ୍ତୁ: ବିମାନବନ୍ଦର ସମ୍ପ୍ରସାରଣ ନେଇ ସମୀକ୍ଷା ବୈଠକ କଲେ ରାଜସ୍ବମନ୍ତ୍ରୀ

ମହର୍ଷି ଡେୟାର ଡେଭିଲସ ଦୁଃସାହସିକ ବାଇକ୍ ଲ୍ନେିଜର ଜଲୱା ଦେଖାଇଛନ୍ତି । ଏହାସହ ଓଡିଶା  ସେକ୍ଟିଂ ଏକାଡେମୀର ଛାତ୍ରଛାତ୍ରୀ ଦେଶାତ୍ମକ ସଙ୍ଗୀତରେ ନୃତ୍ୟ ପରିବେଷଣ କରିଥିଲେ। ରାୟଗଡାର ଢେମସା, କେନ୍ଦୁଝରର ଆଦିବାସୀ ନୃତ୍ୟ, ଘୋଡ଼ନାଚ ସହ ଆରିୟନ ରୋୟାଲ ସ୍କେଟିଂ ସ୍ପୋର୍ଟସ ଏକାଡେ଼ମୀ ଛାତ୍ରଛାତ୍ରୀଙ୍କ ଦ୍ବାରା ଶିବ ତାଣ୍ଡବ ଓ ଅଘୋରୀ ନୃତ୍ୟ ପରିବେଷଣ କରାଯାଇଥିଲା। ଏହା ସହିତ ପ୍ରଜ୍ଞାପନ ମେଢ଼ ନିଜ କଳା କୌଶଳ ପ୍ରଦର୍ଶନ କରିଥିଲେ। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe