ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଅସୁସ୍ଥ, ହସ୍ପିଟାଲରେ ଭର୍ତି

Advertisment
ଦିନକ ପାଇଁ ଶପଥଗ୍ରହଣ ଚର୍ଚ୍ଚା ବଢ଼ିଲା; ରାଜ୍ୟପାଳ ଆସିଲେ, ଆଜି ପୁଣି ହରିଆନା ଫେରିଯିବେ

Facebook

ଭୁବନେଶ୍ୱର : ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ଆପୋଲୋ ହସ୍‌ପିଟାଲରେ ରାଜ୍ୟପାଳଙ୍କ ରୁଟିନ୍‌ ଚେକଅପ୍ ଚାଲିଛି ବୋଲି କୁହାଯାଇଛି। ଗତକାଲି ମଧ୍ୟ ରାଜ୍ୟପାଳ ସଂପୃକ୍ତ ହସ୍ପିଟାଲକୁ ଚେକ୍‌ଅପ୍ ପାଇଁ ଯାଇଥିଲେ। ତେବେ ରାଜ୍ୟପାଳଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ୱାଭାବିକ ରହିଥିବା ହସ୍ପିଟାଲ ସୂତ୍ରରୁ ଜଣାପଡ଼ିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe