ଭୁବନେଶ୍ୱର: ଆସୁଛି ଦୀପାବଳି, ଆଗୁଆ ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ । ମୁଖ୍ୟମନ୍ତ୍ରୀଙ୍କୁ ଦୀପାବଳି ଶୁଭେଚ୍ଛା ଜଣାଇଲେ ମହାମହିମ । ଆଜି ରାଜ୍ୟପାଳ ଡ. ହରିବାବୁ କମ୍ଭମ ପାଟି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଦୀପାବଳି ଶୁଭେଚ୍ଛା ଜଣାଇଛନ୍ତି । ଆଜି ସନ୍ଧ୍ୟାରେ ରାଜ୍ୟପାଳ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନକୁ ଆସି ତାଙ୍କୁ ଉପହାର ପ୍ରଦାନ କରି ଦୀପାବଳି ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି ।
/filters:format(webp)/sambad/media/media_files/2025/10/15/whatsap-2025-10-15-22-46-02.jpeg)
ବାସଭବନରେ ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ଧର୍ମପତ୍ନୀ ରାଜ୍ୟପାଳଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସ୍ୱାଗତ କରିଥିଲେ । ଏହି ଅବସରରେ ଉଭୟ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ ରାଜ୍ୟର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିଥିଲେ।
/filters:format(webp)/sambad/media/media_files/2025/10/15/wh-2025-10-15-22-46-17.jpeg)
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/07/18/2025-07-18t125305434z-495579873_4103788763196742_5280183960216432299_n-2025-07-18-18-23-05.jpg)
/sambad/media/media_files/2025/10/15/new-project-9-2025-10-15-22-45-39.jpg)