ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅସୁସ୍ଥ, ଘରୋଇ ହସ୍‌ପିଟାଲରେ ଭର୍ତ୍ତି

Advertisment
ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅସୁସ୍ଥ, ଘରୋଇ ହସ୍‌ପିଟାଲରେ ଭର୍ତ୍ତି

ଭୁବନେଶ୍ୱର: ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ଆପଲୋ ହସ୍‌ପିଟାଲରେ ରାଜ୍ୟପାଳଙ୍କ ରୁଟିନ୍‌ ଚେକଅପ୍ ଚାଲିଛି। ତେବେ ରାଜ୍ୟପାଳଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ୱାଭାବିକ ରହିଥିବା ଜଣାପଡ଼ିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe