ମହାପ୍ରଭୁଙ୍କୁ ଦର୍ଶନ କଲେ ରାଜ୍ୟପାଳ

Advertisment
ମହାପ୍ରଭୁଙ୍କୁ ଦର୍ଶନ କଲେ ରାଜ୍ୟପାଳ

ପୁରୀ : ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ମହାପ୍ରଭୁଙ୍କ କୃପାଲାଭ କରିବା ସହ ରାଜ୍ୟବାସୀଙ୍କ ପାଇଁ ଶୁଭ ମନାସୀଛନ୍ତି ରାଜ୍ୟପାଳ। ଆଜି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଶ୍ରୀମନ୍ଦିରରେ ପ୍ରାୟ ଘଣ୍ଟାଏ ସମୟ ବିତାଇଥିଲେ। ଏହି ସମୟ ଭିତରେ ସେ ଶ୍ରୀମନ୍ଦିର ପରିକ୍ରମା କରିବା ସହ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ମହାଲକ୍ଷ୍ମୀଙ୍କ ମନ୍ଦିର ଯାଇ ମାଆଙ୍କୁ ଦର୍ଶନ କରିଥିଲେ। ସେହିଭଳି ପାର୍ଶ୍ବ ଦେବାଦେବୀଙ୍କ ମନ୍ଦିର ବୁଲିବା ଆଶୀର୍ବାଦ ନେଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe