୧୬ ତାରିଖ ଶେଷ ରଜ ପାଇଁ ବାଲେଶ୍ବର ଓ ଖୋର୍ଦ୍ଧା ଜିଲ୍ଲାରେ ସରକାରୀ ଅଫିସ୍‌ ବନ୍ଦ ରହିବ

ଭୁବନେଶ୍ବର : ଆସନ୍ତା ୧୪ ତାରିଖରୁ ୩ ଦିନ ବ୍ୟାପୀ ରଜ ଉତ୍ସବ ପାଳନ ହେବ। ଜୁନ୍‌ ୧୬ ତାରିଖ ଶେଷ ରଜ ଦିନ ବାଲେଶ୍ବର ଓ ଖୋର୍ଦ୍ଧା ଜିଲ୍ଲାରେ ଛୁଟି ଘୋଷଣା କରାଯାଇଛି। ସେଦିନ ଦୁଇ ଜିଲ୍ଲାରେ ଥିବା ସମସ୍ତ ସରକାରୀ ଅଫିସ୍‌ ବନ୍ଦ ରହିବ। ଏ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

ସମ୍ବନ୍ଧିତ ଖବର

Comments are closed.