ଭୁବନେଶ୍ବର: କାଚ ମଦ ବୋତଲର ବିକଳ୍ପ ବ୍ୟବସ୍ଥା କରିବାକୁ ବିଧାନସଭାରେ ବିଜେଡି ବିଧାୟକ ସନାତନ ମହାକୁଡ଼ ଦାବି କରିଛନ୍ତି । କାଚ ବୋତଲ ବଦଳରେ ଅନ୍ୟ ବିକଳ୍ପ ବ୍ୟବସ୍ଥାରେ ମଦ ବିକ୍ରି ପାଇଁ ସରକାର ଯୋଜନା କରିବା ଆବଶ୍ୟକ ବୋଲି ସେ କହିଛନ୍ତି।
ବିଧାନସଭାରେ ଏକ ଲିଖିତ ପ୍ରଶ୍ନରେ ସନାତକ ଦାବି କରିଛନ୍ତି ଯେ, କାଚ ବୋତଲରେ ମଦ ବିକ୍ରି ହେଉଥିବାରୁ ବ୍ୟବହାର ପରେ ସେହି କାଚ ଅଧିକାଂଶ ଲୋକ ଭାଙ୍ଗିବାହାରେ ଫିଙ୍ଗୁଛନ୍ତି ।
ଅଧିକ ପଢ଼ନ୍ତୁ: ନିମ୍ନମାନ ଛତୁଆ ପ୍ରସଙ୍ଗ: ୧୨୫ ଏସଏଚଜି ଗ୍ରୁପକୁ କାରଣ ଦର୍ଶାଅ ନୋଟିସ
ଭଙ୍ଗା କାଚ ଦ୍ୱାରା ପରିବେଶ ନଷ୍ଟ ହେଉଥିବା ବେଳେ ଅନେକ ଲୋକ ଓ ପ୍ରାଣୀ ସମ୍ପଦ ଘଟୁଥିବା ଦୁର୍ଘଟଣାରେ ଆହତ ହେଉଛନ୍ତି। ତେଣୁ ମଦ ବୋତଲର ବିକଳ୍ପ ବ୍ୟବସ୍ଥା ଏବେ ଜରୁରୀ ହୋଇପଡିଥିବା ସେ କହିଛନ୍ତି।
ଅଧିକ ପଢ଼ନ୍ତୁ: ବାଂଲାଦେଶରେ ଜାମିନ ପ୍ରତ୍ୟେକ ନାଗରିକଙ୍କ ଅଧିକାର: ଧାର୍ମିକ ନେତାଙ୍କ ଦାବି
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2024-09-12t092703765z-halim.jpeg)
/sambad/media/media_files/2024/12/07/6tUGa64Lwbkzo6BDEJld.jpg)