ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀରକୁ ଗାର୍ଡ ଅଫ୍ ଅନର

Advertisment

ଓଡ଼ିଶାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର ପହଞ୍ଚିଛି । ଏୟାର ଇଣ୍ଡିଆର ବିମାନ ଯୋଗେ ମରଶରୀର ନୂଆଦିଲ୍ଲୀରୁ ଭୁବନେଶ୍ଵର ବିମାନବନ୍ଦରକୁ ଅଣାଯାଇଛି । ବିମାନବନ୍ଦରରେ ମରଶରୀରକୁ ଗାର୍ଡ ଅଫ୍ ଅନର ଦିଆଯାଇଛି....

Guard of honour given to the mortal remains of former Union Minister Devendra Pradhan

Guard of honour given to the mortal remains of former Union Minister Devendra Pradhan Photograph: (sambad.in)

ଭୁବନେଶ୍ଵର: ଓଡ଼ିଶାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର ପହଞ୍ଚିଛି  । ଏୟାର ଇଣ୍ଡିଆର ବିମାନ ଯୋଗେ ମରଶରୀର ନୂଆଦିଲ୍ଲୀରୁ ଭୁବନେଶ୍ଵର ବିମାନବନ୍ଦରକୁ ଅଣାଯାଇଛି । ବିମାନବନ୍ଦରରେ ମରଶରୀରକୁ ଗାର୍ଡ ଅଫ୍ ଅନର ଦିଆଯାଇଛି ।

ସେଠାରେ ସାଧାରଣ ଜନତା ଦେବେନ୍ଦ୍ରଙ୍କ ପାର୍ଥିବ ଶରୀର ଦର୍ଶନ କରିବେ । ଏହାପରେ ଆସନ୍ତାକାଲି ପୁରୀ ସ୍ଵର୍ଗଦ୍ଵାର ନିଆଯାଇ ଦେବେନ୍ଦ୍ର ପ୍ରଧାନଙ୍କ ଶେଷକୃତ୍ୟ କରାଯିବ ବୋଲି ସୂଚନା ମିଳିଛି ।

ଅଧିକ ପଢ଼ନ୍ତୁ: ବିଧବା ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ ବିଫଳ ହେବାରୁ କଇଁଚିରେ ଚୁଟି କାଟିଲେ: ଦଣ୍ଡ ବିଧାନ ବଦଳରେ ଆପୋଷ ବୁଝାମଣା ଉଦ୍ୟମ ଅଭିଯୋଗ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe