ହୋଟେଲ ଓ ରେଷ୍ଟୁରାଣ୍ଟ ଖୋଲିବା ନେଇ ଗାଇଡଲାଇନ ଜାରି

ଭୁବନେଶ୍ୱର: ରାଜ୍ୟ ସରକାର ହୋଟେଲ ଓ ରେଷ୍ଟୁରାଣ୍ଟ ଖୋଲିବା ନେଇ ଗାଇଡଲାଇନ ଜାରି କରିଛନ୍ତି। ସର୍ତ୍ତମୂଳକ ଭାବେ ହେଟେଲ ଓ ରେଷ୍ଟୁରାଣ୍ଟ ଖୋଲିବାକୁ ଅନୁମତି ମିଳିବ। ହୋଟେଲରେ ଥିବା ରେଷ୍ଟୁରାଣ୍ଟ କେବଳ ଇନ୍‌-ହାଉସ୍‌ ଅତିଥିଙ୍କ ଲାଗି ଖୋଲି ପାରିବ। ରେଷ୍ଟୁରାଣ୍ଟ ଏବଂ ହୋଟେଲ ଚାଲିପାରିବ। ସେହିପରି ଖାଦ୍ୟ ପାର୍ସଲ ଦେଇପାରିବେ। ରେଷ୍ଟୁରାଣ୍ଟରୁ ହୋମ୍‌ ଡେଲିଭରି କିମ୍ବା ଖାଦ୍ୟ ପାର୍ସଲ ନିଆଯାଇପାରିବ। ରାସ୍ତାକଡ଼ରେ ଥିବା ଢାବା କେବଳ ଖାଦ୍ୟ ପାର୍ସଲ ଦେଇପାରିବେ।

ସମ୍ବନ୍ଧିତ ଖବର

Comments are closed.