ଆରମ୍ଭ ହେଲା ହର୍‌ ଘର୍‌ ତ୍ରିରଙ୍ଗା କାର୍ଯ୍ୟକ୍ରମ

Advertisment

ପଶ୍ଚିମ ଓଡ଼ିଶାର ସିବିଏସ୍‌ଇ ଦଶମ ଟପର୍‌ ଛାତ୍ରଛାତ୍ରୀ ସମ୍ବର୍ଧିତ

ପଶ୍ଚିମ ଓଡ଼ିଶାର ସିବିଏସ୍‌ଇ ଦଶମ ଟପର୍‌ ଛାତ୍ରଛାତ୍ରୀ ସମ୍ବର୍ଧିତ

ଆରମ୍ଭ ହେଲା ହର୍‌ ଘର୍‌ ତ୍ରିରଙ୍ଗା କାର୍ଯ୍ୟକ୍ରମ

India TV News

ଭୁବନେଶ୍ବର, : ଆଜି ରାଜ୍ୟ ବିଜେପି ପକ୍ଷରୁ ହର୍‌ ଘର୍‌ ତ୍ରିରଙ୍ଗା ଅଭିଯାନ ଆରମ୍ଭ ହୋଇଛି। ରାଜ୍ୟ କାର୍ଯ୍ୟାଳୟରୁ ଆରମ୍ଭ କରି ରାଜ୍ୟ ସଭାପତି ସମୀର ମହାନ୍ତି ଏବଂ ସମସ୍ତ କାର୍ଯ୍ୟକର୍ତା ଆଜି ନିଜ ନିଜ ଘରେ ତ୍ରିରଙ୍ଗା ପତାକା ଉତ୍ତୋଳନ କରିଛନ୍ତି।

ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଜ୍ୟ ସଭାପତି ସମୀର ମହାନ୍ତି, ରାଜ୍ୟ ସାଧାରଣ ସଂପାଦକ (ସଂଗଠନ) ମାନସ ମହାନ୍ତି, ରାଜ୍ୟ ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ, ଗୋଲକ ମହାପାତ୍ର, ଲେଖାଶ୍ରୀ ସାମନ୍ତସିଂହାର, ବରିଷ୍ଠ ନେତ୍ରୀ ସୁରମା ପାଢୀ, ବରିଷ୍ଠ ନେତା ରଞ୍ଜନ ପଟେଲ, ରାଜ୍ୟ ମୁଖପାତ୍ର ବିରଞ୍ଚି ତ୍ରିପାଠୀ, ଯତୀନ ମହାନ୍ତି, ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ସୁରଥ ବିଶ୍ୱାଳ, ରାଜ୍ୟ ଗଣମାଧ୍ୟମ ମୁଖ୍ୟ ଦିଲୀପ ମଲ୍ଲିକ, ସହମୁଖ୍ୟ ସୁଜିତ ଦାସ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଲକ୍ଷ୍ମଣ ପଣ୍ଡାଙ୍କ ସମେତ ବହୁ କାର୍ଯ୍ୟକର୍ତା ଉପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe