ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା: ଯୁବକଙ୍କର ମୃତ୍ୟୁ

Advertisment

ଦୁଇ ବାଇକ୍ ମଧ୍ୟରେ ଧକ୍କାରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି । ବଡ଼ଚଣା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର କଡେଇ ଛକ ନିକଟରେ ଗତ କାଲି ବିଳମ୍ବିତ ରାତିରେ ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ବାଇକ୍ ଚାଳକଙ୍କର ଶୋଚନୀୟ ମୃତ୍ୟୁ ଘଟିଛି...

Head-on collision between two bikes: Youth dies

Head-on collision between two bikes: Youth dies Photograph: (sambad.in)

ବଡ଼ଚଣା: ଦୁଇ ବାଇକ୍ ମଧ୍ୟରେ ଧକ୍କାରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି । ବଡ଼ଚଣା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର କଡେଇ ଛକ ନିକଟରେ ଗତ କାଲି ବିଳମ୍ବିତ ରାତିରେ ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ବାଇକ୍ ଚାଳକଙ୍କର ଶୋଚନୀୟ ମୃତ୍ୟୁ ଘଟିଛି ।

ମୃତ୍ୟୁ ବରଣ କରିଥିବା ଏହି ବାଇକ୍ ଚାଳକ ହେଉଛନ୍ତି ବଡ଼ଚଣା ଥାନା ଅନ୍ତର୍ଗତ ଧାନମଣ୍ଡଳ ଗ୍ରାମର ଅନିଲ ସାହୁ (୨୩) । ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତ ଦେହକୁ ବଡ଼ଚଣା ମେଡ଼ିକାଲକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ  କେସ୍ ନମ୍ବର ୨୨୮/୨୫ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି ।

Jajpur | Accident

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe