ରାଜ୍ୟର ୩ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ଆଶଙ୍କା

Advertisment
ରାଜ୍ୟରେ ୧୭ ଯାଏ ଶୁଖିଲା ପାଗ, ୧୮ରୁ ବର୍ଷା, ସ୍ଥାନେସ୍ଥାନେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ

SkyMate Weather

ଭୁବନେଶ୍ବର: ଓଡିଶାର ୩ଟି ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ଆଶଙ୍କା।  ଏହି ଜିଲ୍ଲାଗୁଡ଼ିକ ହେଲା ଗଞ୍ଜାମ, ଖୋର୍ଦ୍ଧା ଓ ନୟାଗଡ।  ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୨ ଦିନର ବିରତି ପରେ ଆଜି ଗଞ୍ଜାମ, ଖୋର୍ଦ୍ଧା ଓ ନୟାଗଡ ଜିଲ୍ଲାରେ ବ‌ର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ କହିଛି। ଏଥିପାଇଁ ସକାଳ ୧୦ ପର୍ଯ୍ୟନ୍ତ ସର୍ତକ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe