ଦ୍ବୈତ ନଗରୀ କଟକ ଓ ଭୁବନେଶ୍ୱରରେ ପ୍ରବଳ ବର୍ଷା ଜାରି
ଭୁବନେଶ୍ୱର: ଦ୍ବୈତ ନଗରୀ କଟକ ଓ ଭୁବନେଶ୍ୱରରେ ଗତକାଲି ରାତିରୁ ପ୍ରବଳ ବର୍ଷା ଜାରି ରହିଛି। ବର୍ଷା ସାଙ୍ଗକୁ ଘଡ଼ଘଡି ଓ ବିଜୁଳି ମାରୁଛି। ଏହାଛଡ଼ା ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବି ବର୍ଷା ଲାଗି ରହିଛି। ଏଣେ ଘଡ଼ଘଡ଼ି ବିଜୁଳି ବି ମାରୁଛି। ଏହାଦ୍ବାରା ଜନଜୀବନ ପ୍ରଭାବିତ ହୋଇଛି। କଟକ ସହରର ବିଭିନ୍ନ ସ୍ଥାନ ଜଳମଗ୍ନ ହୋଇଛି। ଏଣେ ପଶ୍ଚିମ ଓଡ଼ିଶାରେ ୩ ଘଣ୍ଟା ହେଲା ଘନଘନ ବିଜୁଳି ଜାରି ରହିଛି।
Sambad is now on WhatsApp
Join and get latest news updates delivered to you via WhatsApp
ପାଣିପାଗ ବିଶେଷଜ୍ଞଙ୍କ ସୂଚନା ଅନୁଯାୟୀ, ଆସନ୍ତାକାଲିଠାରୁ ବର୍ଷାର ମାତ୍ରା କମିବ। ଏହାପରେ ତାପମାତ୍ରା ବଢ଼ିବ।