ଭୁବନେଶ୍ୱର : ଦ୍ୱୈତ ନଗରୀ କଟକ-ଭୁବନେଶ୍ୱରରେ ରାତି ପ୍ରାୟ ୩ଟାରୁ ପ୍ରବଳ ବର୍ଷା, ପବନ ସାଙ୍ଗକୁ ଘଡଘଡି ଦେଢ଼ଘଣ୍ଟା ଧରି ଜାରି ରହିଥିଲା। ଏହି ବର୍ଷା, ପବନରେ ରାଜଧାନୀ ଭୁବନେଶ୍ୱରର କିଛି ଅଞ୍ଚଳରେ ଗଛ ଭାଙ୍ଗି ପଡିଥିବାର ସୂଚନା ମିଳିଛି। ଏଥିସହିତ ବିଦ୍ୟୁତ୍ ସରବରାହ ବ୍ୟାଘତ ମଧ୍ୟ ହୋଇଥିଲା। ରାତିରେ ଦ୍ୱୈତ ନଗରୀରେ ପ୍ରବଳ ବର୍ଷା, ପବନ ଓ ଘଡଘଡିର ଭୟଙ୍କର ଶବ୍ଦ ସାଙ୍ଗକୁ ବିଦ୍ୟୁତ୍ ସରବରାହରେ ବ୍ୟାଘାତ ଯୋଗୁଁ ଲୋକେ ରାତି ସାରା ହନ୍ତସନ୍ତ ହୋଇଥିଲେ।
ଦ୍ୱୈତ ନଗରୀ କଟକ-ଭୁବନେଶ୍ୱରରେ ଦେଢ଼ଘଣ୍ଟା ଧରି ପ୍ରବଳ ବର୍ଷା, ପବନ
/sambad/media/post_attachments/wp-content/uploads/2020/05/rain-2.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)