ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ତରଫରୁ ବୁଧବାର ସୂଚନା ମିଳିଛି। ବଙ୍ଗୋପସାଗରରେ ଘୂର୍ଣ୍ଣିଝଡ଼ ସୃଷ୍ଟି ହୋଇଥିବାରୁ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କାର୍ଯ୍ୟାଳୟର ଅଧିକାରୀ କହିଛନ୍ତି। ସେହିଭଳି ଉପକୂଳ ଅଞ୍ଚଳର ଗୋଟିଏ ୨ଟି ସ୍ଥାନରେ ପ୍ରବଳ ବର୍ଷା ହେବ। ସୂଚନାଯୋଗ୍ୟ ବିଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହୋଇଥିବା ଜଣାପଡ଼ିଛି।
ଆସନ୍ତା୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା
/sambad/media/post_attachments/wp-content/uploads/2017/09/Heavy-to-very-heavy-rainfall.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)