ଭୁବନେଶ୍ୱର: ଆଗାମୀ ୪୮ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଅଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଉତ୍ତର ଓଡ଼ିଶାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷିବ। ସେହିଭଳି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷିବ। ଆଗାମୀ ୨୪ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ପାଗ ମେଘୁଆର ରହିବ ବୋଲି ପାଣିପାଗ କାର୍ଯ୍ୟାଳୟ ସୂଚନା ଦେଇଛି।
ଆଗାମୀ ୪୮ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା
Advertisment
Follow Us