ଭୁବନେଶ୍ୱର: ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ମୁତାବକ ଲଘୁଚାପ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଦକ୍ଷିଣ ଓଡିଶାର କେତୋଟି ଜିଲାରେ ବର୍ଷା ସମ୍ଭାବନା ଅଧିକ ବୋଲି ଆକଳନ କରାଯାଇଛି । ଉପକୂଳ ଓଡିଶାରେ ମଧ୍ୟ କେତେକ ସ୍ଥାନରେ ବର୍ଷା ହେବ ବୋଲି ବିଭାଗ ପକ୍ଷରୁ ଅନୁମାନ କରାଯାଉଛି ।
ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା
/sambad/media/post_attachments/wp-content/uploads/2017/09/hr.jpg)