ଭୁବନେଶ୍ୱର : ରାଜ୍ୟ ସରକାର ଆଜି ଶକ୍ତି ସଚିବ ହେମନ୍ତ ଶର୍ମାଙ୍କୁ ସୂଚନା ଓ ଲୋକସଂପର୍କ ବିଭାଗର ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି। ଅନୁସୂଚିତ ଜନଜାତି, ଜାତି କଲ୍ୟାଣ ବିଭାଗର ସ୍ୱତନ୍ତ୍ର ସଚିବ ଆର. ରଘୁପ୍ରସାଦଙ୍କୁ ସେହି ବିଭାଗର ସଚିବ ଭାବେ ଅବସ୍ଥାପିତ କରାଯାଇଛି।
ହେମନ୍ତ ଶର୍ମାଙ୍କୁ ସୂଚନା ଓ ଲୋକସଂପର୍କ ବିଭାଗ ଦାୟିତ୍ୱ
/sambad/media/post_attachments/wp-content/uploads/2018/02/hemanta-sharma.jpg)