କଟକ: କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାର ରାୟ ପ୍ରକାଶ କରିଛନ୍ତି ହାଇକୋର୍ଟ। ମେରିଟ୍ ଲିଷ୍ଟ ଆଧାରରେ ଶିକ୍ଷକ ନିଯୁକ୍ତି କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ, ଜିଲ୍ଲାଓ୍ୱାରୀ କନିଷ୍ଠ ଶିକ୍ଷକ ନିଯୁକ୍ତି ଅପିଲ କରି ହାଇକୋର୍ଟରେ ଏକାଧିକ ମାମଲା ହୋଇଥିଲା । ମାମଲାର ଶୁଣାଣୀ କରି ରାୟ ସଂରକ୍ଷିତ ରଖିଥିଲେ ହାଇକୋର୍ଟ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2024/06/29021307-0738-4442-8719-c1516446fdd3.jpeg)