ଭୁବନେଶ୍ୱର: ରାଜ୍ୟ ଶିକ୍ଷା ସଚିବ ସବୁ ବିଶ୍ୱବିଦ୍ୟାଳୟର କୁଳସଚିବ ଓ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି। ଆସନ୍ତା ଜୁଲାଇ ୧୩ ତାରିଖରୁ ସବୁ ଶିକ୍ଷାନୁଷ୍ଠାନରେ ଅନ୍ଲାଇନ କ୍ଲାସ ଆରମ୍ଭ କରିବାକୁ ଚିଠିରେ ଉଲ୍ଲେଖ କରିଛନ୍ତି। ଏଥି ସହିତ ସମସ୍ତ ଶିକ୍ଷାନୁଷ୍ଠାନରେ ହେଲ୍ପଲାଇନ ବ୍ୟବସ୍ଥା କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଅଗଷ୍ଟ ୩୧ ସୁଦ୍ଧା ଶେଷ ବର୍ଷ ସେମିଷ୍ଟାର ପରୀକ୍ଷା ଫଳ ପ୍ରକାଶ ଲାଗି ନିର୍ଦ୍ଦେଶ ଦେଇଛନ୍ତି।
/sambad/media/post_attachments/wp-content/uploads/2020/07/letter-jpg-241x300.jpg)
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2019/08/higher-education-department.jpg)