home guard aspirant dies: CM announces Rs 4 lakh as compensation Photograph: (sambad.in )
ଭୁବନେଶ୍ୱର: ଗଜପତି ଜିଲ୍ଲାରେ ଗୁରୁବାର ଶାରୀରିକ ପରୀକ୍ଷା ସମୟରେ ମୃତ୍ୟୁବରଣ କରିଥିବା ଜଣେ ହୋମଗାର୍ଡ ଆଶାୟୀଙ୍କ ପରିବାର ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।
ମୁଖ୍ୟମନ୍ତ୍ରୀ ଏହି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ଏବଂ ମୃତକଙ୍କ ପରିବାରକୁ ସହାୟତା ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।
ଅଧିକ ପଢ଼ନ୍ତୁ: ପିକ୍ଅପ୍ ଧକ୍କାରେ ୨ ମୃତ
CM Mohan Charan Majhi | home guard aspirant
Follow Us