ବିଜୟ କୁମାର ଶର୍ମାଙ୍କୁ ମିଳିଲା ପୁଲିସ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର: ଅଗ୍ନିଶମ ବିଭାଗ ଡିଜି ବିଜୟ କୁମାର ଶର୍ମାଙ୍କୁ ପୁଲିସ ମହାନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ବର୍ତ୍ତମାନର ଡିଜିପି ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କ ନୂଆ ନିଯୁକ୍ତି ହେତୁ ୧୯୮୬ ବ୍ୟାଚ୍‌ର ବରିଷ୍ଠ ଆଇଏଏସ୍‌ ଅଫିସର ବିଜୟ ଶର୍ମାଙ୍କୁ ଏହି ଦାୟିତ୍ୱ ମିଳିଛି। ସୂଚନାଯୋଗ୍ୟ ରାଜେନ୍ଦ୍ର ପ୍ରସାଦ ଶର୍ମା ଲୋକାୟୁକ୍ତ ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି।

ସମ୍ବନ୍ଧିତ ଖବର