ଭୁବନେଶ୍ବର: ଆଉ ନାହାନ୍ତି ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର । ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧିନ ଅବସ୍ଥାରେ ଦେହାନ୍ତ । କିଛିଦିନ ହେବ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଥିଲା । ଲିଭର୍ ଓ କିଡନୀ ଜନିତ ରୋଗରେ ପୀଡ଼ିତ ଥିଲେ ହ୍ୟୁମାନ । ସେ ଶ୍ୱାସକ୍ରିୟା ଜନିତ ଅସୁବିଧା, ନିମୋନିଆ, ହେପାଟୋପାଥି, ଥ୍ରୋମ୍ବୋସାଇଟୋପେନିଆ ଓ କୋଆଗୁଲୋପାଥିରେ ପୀଡ଼ିତ ଥିଲେ । ତାଙ୍କୁ ଭେଣ୍ଟିଲେଟର୍ ସହାୟତାରେ ରଖାଯାଇଥିଲା । ଡାକ୍ତରଙ୍କ ସତଚେଷ୍ଟା ପରେ ବି ହ୍ୟୁମାନ୍ଙ୍କ ଦେହାନ୍ତ ହୋଇଛି । ଆଉ ସେ ଚିରନିଦ୍ରାରେ ଶୋଇଯାଇଛନ୍ତି ।
Human Sagar Passes Away: ଆଉ ନାହାନ୍ତି ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର, ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧିନ ଅବସ୍ଥାରେ ଦେହାନ୍ତ
/sambad/media/media_files/2025/11/17/humane-sagar-2025-11-17-21-27-58.jpeg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/07/18/2025-07-18t125305434z-495579873_4103788763196742_5280183960216432299_n-2025-07-18-18-23-05.jpg)