ମଦ୍ୟପ ସ୍ୱାମୀର ଉନ୍ମତ୍ତ କାଣ୍ଡ: ଠେଙ୍ଗାରେ ପିଟିପିଟି ସ୍ତ୍ରୀକୁ ହତ୍ୟା

Advertisment
ମଦ୍ୟପ ସ୍ୱାମୀର ଉନ୍ମତ୍ତ କାଣ୍ଡ: ଠେଙ୍ଗାରେ ପିଟିପିଟି ସ୍ତ୍ରୀକୁ ହତ୍ୟା

କାମାକ୍ଷାନଗର/ପର୍ଜଙ୍ଗ: ଢେଙ୍କାନାଳ ଜିଲ୍ଲା ପର୍ଜଙ୍ଗ ଥାନା ଆମ୍ବପାଳସ ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଜଣେ ମଦ୍ୟପ ସ୍ୱାମୀ ଉନ୍ମତ୍ତ କାଣ୍ଡ ଘଟାଇଛି। ଠେଙ୍ଗାରେ ପିଟିପିଟି ସ୍ତ୍ରୀକୁ ହତ୍ୟା କରିଛି ମଦ୍ୟପ ସ୍ୱାମୀ। ହତ୍ୟା ପରେ ବଡ଼ ଭାଇ ସହ ମିଶି ଘର ପଛ ପାଖ ଜଙ୍ଗଲକୁ ପୋଡ଼ିବାକୁ ନେବା ବେଳେ ମୃତଦେହ ଜବତ କଲା ପୁଲିସ।

ମୃତ ମହିଳା ଜଣକ ହେଉଛନ୍ତି ମମତା ଖଟୁଆ(୩୫)। ଅଭିଯୁକ୍ତ ସ୍ୱାମୀ ଅଷ୍ଟମ ଖଟୁଆ ଓ ବଡ଼ ଭାଇ ଶିବ ଖଟୁଆକୁ ଥାନାରେ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି ପୁଲିସ। ତେବେ ଅଷ୍ଟମ ଖଟୁଆ ତନ୍ତ୍ର ସାଧନା ପାଇଁ ସ୍ତ୍ରୀକୁ ହତ୍ୟା କରି ପୂଜାର୍ଚ୍ଚନା କରୁଥିବା ଚର୍ଚ୍ଚା ହେଉଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe