ବରଗଡ଼: ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁଭସ୍ତମ୍ଭ ସ୍ଥାପନ କରାଯାଇଛି। ସ୍ଥାନୀୟ ହାଟପଦା ସ୍ଥିତ ଧନୁଯାତ୍ରା ସ˚ଚାରମଣ୍ତଳୀ ପଡ଼ିଆରେ ୭୫ ତମ ଧନୁଯାତ୍ରା ପାଇଁ ଶୁଭସ୍ତମ୍ଭ ଓ ଇନ୍ଦ୍ରଧ୍ୱଜ ସ୍ଥାପନ କରାଯାଇଛି। ଧନୁଯାତ୍ରା ମହୋତ୍ସବ କମିଟିର ଅଧ୍ୟକ୍ଷା ତଥା ଜିଲ୍ଲାପାଳ ମୋନିଷା ବାନାର୍ଜୀ କର୍ତ୍ତା ଦାୟିତ୍ବ ତୁଲାଇଥିଲେ।
ଧନୁଯାତ୍ରା ମହୋତ୍ସବ ସମିତିର ଆବାହକ ସୁରେଶ୍ୱର ଶତପଥୀ, ବରଗଡ଼ ଏସପି ପି.ପରମାର ସ୍ମିତ ପ୍ରମୁଖ ଉପସ୍ଥିତ ଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/11/37-19.jpg)