ବିଦ୍ୟୁତ ଠିକାଦାରଙ୍କ ବାସଭବନରେ ଆଇଟି ଚଢ଼ାଉ

ବିଦ୍ୟୁତ ଠିକାଦାରଙ୍କ ବାସଭବନରେ ଆଇଟି ଚଢ଼ାଉ

ଯାଜପୁର: ଯାଜପୁର ଜିଲ୍ଲା ହାଟପାଟଣା ଅଞ୍ଚଳରେ ଆଇଟି ଚଢ଼ାଉ କରାଯାଉଛି।  ଜଣେ ବିଦ୍ୟୁତ ଠିକାଦାରଙ୍କ ବାସଭବନରେ ଏହି ଆଇଟି ଚଢ଼ାଉ ଜାରି ରହିଛି । ଏହି ରେଡ୍ ଠିକାଦାର ଧରଣୀ ସାହୁଙ୍କ ଘରେ କରାଯାଉଥିବା ଜଣାପଡିଛି । ଗୁପ୍ତ ସୂଚନା ପାଇବା ପରେ ଠିକାଦାର ଧରଣୀ ସାହୁଙ୍କ ଘରେ ୭ଜଣିଆ ଆଇଟି ଟିମ୍ ପକ୍ଷରୁ ଚଢାଉ ଆରମ୍ଭ ହୋଇଥିବା କୁହାଯାଉଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe