ଚନ୍ଦ୍ରଗ୍ରହଣ ପାଇଁ ଶ୍ରୀମନ୍ଦିରରେ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଚନ୍ଦ୍ରଗ୍ରହଣ ପାଇଁ ଶ୍ରୀମନ୍ଦିରରେ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଚନ୍ଦ୍ରଗ୍ରହଣ ପାଇଁ ଆସନ୍ତାକାଲି ଶ୍ରୀମନ୍ଦିରରେ ହେବ ସ୍ୱତନ୍ତ୍ର ନୀତି | ଗ୍ରହଣ ନୀତି ପାଇଁ ଦର୍ଶନ ବ୍ୟବସ୍ଥାରେ ପରିବର୍ତ୍ତନ କରାଯାଇଛି | ଆଜି ପହଡ଼ ପରେ ଆସନ୍ତାକାଲି ସକାଳ ୬ଟା ଯାଏଁ ଦର୍ଶନ ବନ୍ଦ ରହିବ | ଆଜି ରାତିରେ ପହୁଡ଼ ପଡିବା ପରେ କାଲି ସକାଳ ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରଖିବାକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି |

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି ଯେ କାର୍ତ୍ତିକ ପୂର୍ଣ୍ଣିମାରେ ରାହୁ ଗ୍ରସ୍ତୋଦୟ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ ନିମନ୍ତେ ଶ୍ରୀବିଗ୍ରହମାନଙ୍କ ଗ୍ରହଣ ନୀତିକୁ ଦୃଷ୍ଟିରେ ରଖି ଆଜି ରାତ୍ର ପହୁଡ଼ଠାରୁ ଆସନ୍ତାକାଲି ସକାଳ ଘ.୬.୦୦ ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe