କରୋନା ସହାୟତା ବାବଦରେ ଶ୍ରୀମନ୍ଦିରର ପ୍ରତି ସେବାୟତ ପରିବାରଙ୍କୁ ମିଳିବ ୫ହଜାର ଟଙ୍କା

Advertisment
କରୋନା ସହାୟତା ବାବଦରେ ଶ୍ରୀମନ୍ଦିରର ପ୍ରତି ସେବାୟତ ପରିବାରଙ୍କୁ ମିଳିବ ୫ହଜାର ଟଙ୍କା

ପୁରୀ: ଶ୍ରୀମନ୍ଦିରର ପ୍ରତି ସେବାୟତ ପରିବାରଙ୍କୁ ମିଳିବ ୫ହଜାର ଟଙ୍କା। ଏହାଦ୍ବାରା ୨୧୩୦ ଜଣ ସେବାୟତ ଉପକୃତ ହେବେ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସେବାୟତଙ୍କ ପରିବାରକୁ କରୋନା ସହାୟତା ବାବଦରେ ଏହି ଅର୍ଥ ଦିଆଯିବା ନେଇ ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର ସାହୁ ଏହି ସୂଚନା ଦେଇଛନ୍ତି।

ସେବାୟତଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ଏହି ଟଙ୍କା ଟ୍ରାନ୍ସଫର କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିବା ଜଣାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe