ଜଳେଶ୍ୱର ମ୍ୟୁନିସିପାଲଟି ସମ୍ପୂର୍ଣ୍ଣ ସଟ୍‌ଡାଉନ୍‌ ଘୋଷଣା

ବାଲେଶ୍ୱର : ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହା ‌‌ଏବେ ଚିନ୍ତାର କାରଣ ପାଲଟିଥିବା ବେଳେ ବାଲେଶ୍ୱର ଜିଲ୍ଲା ଜଳେଶ୍ୱରରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଜଳେଶ୍ୱର ମ୍ୟୁନିସିପାଲଟିକୁ ସମ୍ପୂର୍ଣ୍ଣ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି।

India Rail Info

ଆଜି ସନ୍ଧ୍ୟା ୫ଟାରୁ ଶୁକ୍ରବାର ସକାଳ ୫ଟା ଯାଏ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ସମୟରେ ଜରୁରୀ ସେବା ବ୍ୟତୀତ ଆଉ ସମସ୍ତ ଦୋକାନ, ବଜାର ବନ୍ଦ ରହିଛି। ଗତକାଲି ଜଳେଶ୍ୱରରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏପରି ପଦକ୍ଷେପ ନିଆଯାଇଥିବା ଜଣାପଡିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

ସମ୍ବନ୍ଧିତ ଖବର

Comments are closed.