ଆଜି ଶ୍ରୀମନ୍ଦିରରେ ଜନ୍ମାଷ୍ଟମୀ, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ : ଗୁରୁବାର ଭାଦ୍ରବ କୃଷ୍ଣ ଅଷ୍ଟମୀ ତିଥିରେ ଶ୍ରୀମନ୍ଦିରରେ ଜନ୍ମାଷ୍ଟମୀ ନୀତି ଅନୁଷ୍ଠିତ ହେବ। ଶ୍ରୀକୃଷ୍ଣ ଜନ୍ମନୀତି ପାଳିତ ହେବ। ଏହି ଉପଲକ୍ଷେ ଗୁରୁବାର ସନ୍ଧ୍ୟା ଆଳତି ପରେ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ। ସନ୍ଧ୍ୟା ୭ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିର ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି।

ସମ୍ବନ୍ଧିତ ଖବର