ଝାରସୁଗୁଡ଼ା ଉପନିର୍ବାଚନ: ମଇଦାନରେ ରହିଲେ ୯ ପ୍ରାର୍ଥୀ

ଝାରସୁଗୁଡ଼ା ଉପନିର୍ବାଚନ: ଝାରସୁଗୁଡ଼ା ବିଜେପି ମଙ୍ଗ ଧରିବେ କିଏ?

ଝାରସୁଗୁଡ଼ା : ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ସୋମବାର ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଅନ୍ତିମ ଦିନ ଥିଲା। ସୋମବାର ସନ୍ଧ୍ୟା ସୁଦ୍ଧା କେବଳ ଜଣେ ପ୍ରାର୍ଥୀ ତାଙ୍କ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିଥିବା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ସୂଚନା ମିଳିଛି। ସେ ହେଉଛନ୍ତି ସ୍ବାଧୀନ ପ୍ରାର୍ଥୀ ଭୁବନେଶ୍ବର ଗର୍ଡ଼ିଆ। ଶ୍ରୀ ଗର୍ଡ଼ିଆଙ୍କ ପ୍ରାର୍ଥୀପତ୍ର ପ୍ରତ୍ୟାହାର ପରେ ଚଳିତ ଉପନିର୍ବାଚନରେ ୯ ଜଣ ପ୍ରାର୍ଥୀଙ୍କ ମଧ୍ୟରେ ପ୍ରତିଦ୍ବନ୍ଦ୍ବିତା ହେବ। ଯାହାଙ୍କ ଭିତରେ ୩ ପ୍ରମୁଖ ଦଳ ବିଜେଡି, ବିଜେପି, କଂଗ୍ରେସ ସମେତ ୬ଟି ରାଜନୈତିକ ଦଳଙ୍କ ପ୍ରାର୍ଥୀ ଓ ୩ ଜଣ ସ୍ବାଧୀନ ପ୍ରାର୍ଥୀ ରହିଛନ୍ତି।

publive-image

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe