ଝାରସୁଗୁଡ଼ା ଉପନିର୍ବାଚନ: ଆଜି ନାମାଙ୍କନ ଦାଖଲ କରିବ ବିଜେପି

ଡରାଇଲାଣି ନିର୍ବାଚନୀ ହିଂସା: ପୁଲିସ ପାଇଁ ବିରାଟ ଆହ୍ବାନ

ଝାରସୁଗୁଡ଼ା: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ସୋମବାର ଉପ ଜିଲ୍ଲାପାଳଙ୍କ କର୍ଯ୍ୟାଳୟରେ ନାମାଙ୍କନ ପତ୍ର ଦାଖଲ କରିବେ।

ଏହି ସମୟରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ସାଂସଦ ସୁରେଶ ପୂଜାରୀ, ଜୁଏଲ୍‌ ଓରାମ, ନିତେଶ ଗଙ୍ଗଦେବ, ବସନ୍ତ ପଣ୍ଡା, ସଙ୍ଗୀତା ସିଂଦେଓ, ବିଧାୟକ ସୁବାସ ପାଣିଗ୍ରାହୀ, କୁସୁମ ଟେଟେ, ଶଙ୍କର ଓରାମ, ନାଉରୀ ନାୟକ, ମୁକେଶ ମହାଲିଙ୍ଗ, ପୂର୍ବତନ ରାଜ୍ୟ ସଭାପତି କେଭି ସିଂଦେଓ, ସମୀର ମହାନ୍ତି ପ୍ରମୁଖ ଯୋଗଦେବେ ବୋଲି ବିଜେପି ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଉଲ୍ଲେଖଯୋଗ୍ୟ, ଗତକାଲି କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ ନାମାଙ୍କନ ପତ୍ର ଦାଖଲ କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe