ଜିତେନ୍ଦ୍ରୀୟ ହରିପାଲ୍‌ଙ୍କୁ ସଂସ୍କୃତି ବିଭାଗ ପକ୍ଷରୁ ୧ ଲକ୍ଷ ଟଙ୍କାର ସହାୟତା

ଭୁବନେଶ୍ବର : ରଙ୍ଗବତୀ ଗୀତର ଗାୟକ ପଦ୍ମଶ୍ରୀ ଜିତେନ୍ଦ୍ରୀୟ ହରିପାଲ୍‌ ଗତ କିଛି ଦିନ ହେଲା ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ହୋଇ ଚିକିତ୍ସାଧୀନ ଅଛନ୍ତି। ତାଙ୍କ ଚିକିତ୍ସା ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୧ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ରାଜ୍ୟ କଳାକାର ସହାୟତା ପାଣ୍ଠିରୁ ଏହି ଅର୍ଥ ଦିଆଯିବ ବୋଲି ବିଭାଗୀୟ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ସୂଚନା ‌େଦଇଛନ୍ତି।

ସମ୍ବନ୍ଧିତ ଖବର