ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଜେଏସପିଏଲର ୩ କୋଟି ଟଙ୍କା ସହାୟତା

ଭୁବନେଶ୍ୱର : ଫନି ବାତ୍ୟା ଦୁର୍ଗତଙ୍କ ସହାୟତା ପାଇଁ ଆଜି ଜିନ୍ଦଲ ଷ୍ଟିଲ ଏଣ୍ଡ ପାଓ୍ଵାର (ଜେଏସପିଏଲ)ର ଅଧ୍ୟକ୍ଷ ନବୀନ ଜିନ୍ଦଲ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୩ କୋଟି ଟଙ୍କାର ଚେକ ପ୍ରଦାନ କରିଛନ୍ତି । ସେହିପରି ଏଜିଆଇଗ୍ଲାସ ପାକ ପକ୍ଷରୁ ୧୧ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ପ୍ରଦାନ କରାଯାଇଛି ।

ସମ୍ବନ୍ଧିତ ଖବର