କନିଷ୍ଠ ଓଏଏସ୍‌ ବର୍ଗରେ ଅଦଳବଦଳ

Advertisment
୮ ଓଏଏସ୍‌ ଅଧିକାରୀଙ୍କ ବଦଳି

Eduvoice

ଭୁବନେଶ୍ୱର : ଆଜି ରାଜ୍ୟ ସରକାର କନିଷ୍ଠ ଓଏଏସ୍‌ ବର୍ଗରେ ଅଦଳବଦଳ କରିଛନ୍ତି। ଏ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ ତହସିଲଦାର, ଉପଜିଲ୍ଲାପାଳ, ବିଡିଓ ସମେତ ୬ ଜଣ ଅଧିକାରୀଙ୍କୁ ନୂଆ ସ୍ଥାନରେ ନିଯୁକ୍ତି ମିଳିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe