ଜଷ୍ଟିସ୍ ପ୍ରମଥ ପଟ୍ଟନାୟକ ହେଲେ ଓଡ଼ିଶା ସ୍ଥାବର ସମ୍ପତ୍ତି ପୁନର୍ବିଚାର ନ୍ୟାୟାଧିକରଣର ଅଧ୍ୟକ୍ଷ

ଜଷ୍ଟିସ୍ ପ୍ରମଥ ପଟ୍ଟନାୟକ ହେଲେ ଓଡ଼ିଶା ସ୍ଥାବର ସମ୍ପତ୍ତି ପୁନର୍ବିଚାର ନ୍ୟାୟାଧିକରଣର ଅଧ୍ୟକ୍ଷ

LiveLaw

ଭୁବନେଶ୍ବର : ରାଜ୍ୟ ସରକାର ଆଜି ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍ ପ୍ରମଥ ପଟ୍ଟନାୟକଙ୍କୁ ଓଡ଼ିଶା ରିଅଲ ଇଷ୍ଟେଟ୍ ଆପିଲିଏଟ୍ ଟ୍ରିବ୍ୟୁନାଲ (ଓରିଏଟ୍) ବା ଓଡ଼ିଶା ସ୍ଥାବର ସମ୍ପତ୍ତି ପୁନର୍ବିଚାର ନ୍ୟାୟାଧିକରଣର ଅଧ୍ୟକ୍ଷ ଭା‌େବ ନିଯୁକ୍ତି ଦେଇଛନ୍ତି। ବର୍ତ୍ତମାନର ଅଧ୍ୟକ୍ଷ ଜଷ୍ଟିସ୍‌ ଏସ୍‌.ସି ପରିଜାଙ୍କର କାର୍ଯ୍ୟକାଳ ଜୁନ୍‌ ୩୦ରେ ଶେଷ ହେଉଥିବାରୁ ନଗର ଉନ୍ନୟନ ବିଭାଗ ପକ୍ଷରୁ ଓଡ଼ିଶା ହାଇକୋର୍ଟ ମୁଖ୍ୟବିଚାରପତିଙ୍କ ପରାମର୍ଶକ୍ରମେ ଏହି ନିଯୁକ୍ତି ଦିଆଯାଇଛି। ଏନେଇ ଆଜି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe