କାଳବୈଶାଖୀ: ଧର୍ମଶାଳା ବ୍ଲକ ଚଢ଼େଇଧରା ଅଞ୍ଚଳରେ ଗଛ ଉପୁଡ଼ିଲା, ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗିଲା

Advertisment
କାଳବୈଶାଖୀ: ଧର୍ମଶାଳା ବ୍ଲକ ଚଢ଼େଇଧରା ଅଞ୍ଚଳରେ ଗଛ ଉପୁଡ଼ିଲା, ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗିଲା

ଚଢ଼େଇଧରା : ଧର୍ମଶାଳା ବ୍ଲକ ଚଢ଼େଇଧରା ଅଞ୍ଚଳରେ ଝଡ଼ବର୍ଷାରେ ବିଦ୍ୟୁତ୍‌ ଖୁଣ୍ଟି ଭାଙ୍ଗି ବିଦ୍ୟୁତ୍‌ ସେବା ବ୍ୟାହତ ହୋଇଛି। ଅନେକ ଜାଗାରେ ଗଛ ଭାଙ୍ଗି ରାସ୍ତାରେ ପଡ଼ିଛି। ସ୍ଥାନୀୟ ଲୋକଙ୍କ ଉଦ୍ୟମରେ ରାସ୍ତାରୁ ଗଛ ସଫା କରାଯାଉଛି। ମଧୁପୁରଗଡ଼ ପଞ୍ଚାୟତ ପନ୍ତୁରୀ ଗ୍ରାମରେ ଖୁଣ୍ଟ ଭାଙ୍ଗିବା ସହ ତାର ଛିଣ୍ଡିଯିବାରୁ ବିଦ୍ୟୁତ୍‌ ସରବରାହ ବ୍ୟାହତ ହୋଇଛି।

publive-image

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe