ଆଜିଠାରୁ ଓଡ଼ିଶାରେ କାଳବୈଶାଖୀ!

ଆଜିଠାରୁ ଓଡ଼ିଶାରେ କାଳବୈଶାଖୀ!

photo by : maalaimalar.com

ଭୁବନେଶ୍ୱର : ଆଜିଠାରୁ ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନ ସମେତ ଉପକୂଳ ଓଡିଶାରେ କାଳବୈଶାଖୀ ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ସୂତ୍ରରୁ ସୂଚନା ମିଳିଛି। ଏହାର ପ୍ରଭାବରେ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ କମ୍‌ ହେବ। ୨୦ ତାରିଖ ପରଠାରୁ ରାଜ୍ୟରେ ପୁଣିଥରେ ତାତିର ପ୍ରକୋପ ବଢିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe