ମୁଖ୍ୟମନ୍ତ୍ରୀଙ୍କ ଓଏସଡି ହେଲେ କୌଶିକ ପଟ୍ଟନାୟକ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଓଏସଡି ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ପୂର୍ବରୁ କେନ୍ଦୁଝର ବାଂଶପାଳ ତହସିଲଦାର ଭାବେ କାର୍ଯ୍ୟ କରୁଥିବା ଓଏଏସ ଅଫିସର କୌଶିକ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଓଏସଡି ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି...

Kaushik Patnaik becomes OSD to Chief Minister

Kaushik Patnaik becomes OSD to Chief Minister Photograph: (sambad.in)

ଭୁବନେଶ୍ବର:  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଓଏସଡି ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି  । ପୂର୍ବରୁ କେନ୍ଦୁଝର ବାଂଶପାଳ ତହସିଲଦାର ଭାବେ କାର୍ଯ୍ୟ କରୁଥିବା ଓଏଏସ ଅଫିସର କୌଶିକ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଓଏସଡି ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି ।

୧୮ ଜଣ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ) ଅଧିକାରୀଙ୍କୁ ନୂତନ ନିଯୁକ୍ତି ସହିତ ବଦଳି କରାଯାଇଛି ବୋଲି ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗ ସୂଚନା ଦିଆଯାଇଛି।

ଅଧିକ ପଢ଼ନ୍ତୁ: ଏହି କାରଣରୁ ଅଯୋଧ୍ୟା ରାମ ମନ୍ଦିର ବାହାରେ ଜୋତା ଛାଡ଼ି ଚାଲିଯାଉଛନ୍ତି ଶ୍ରଦ୍ଧାଳୁ

ସୋମବାର ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଓଏଏସ୍ ଅଧିକାରୀ କୌଶିକ ପଟ୍ଟନାୟକଙ୍କୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସ୍ୱତନ୍ତ୍ର ଡ୍ୟୁଟି ଅଧିକାରୀ (ଓଏସଡି) ଭାବରେ ନିଯୁକ୍ତି ଦିଆଯାଇଛି।

ଅଧିକ ପଢ଼ନ୍ତୁ: ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ: ୪ ଜଣଙ୍କୁ ତତ୍‌କାଳ ଆର୍ଥିକ ସହାୟତା

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe