କୋଣାର୍କ ସଂରକ୍ଷଣ ମାମଲା; ଅଗଷ୍ଟ ୧ରେ ପରବର୍ତ୍ତୀ ଶୁଣାଣି

Advertisment
କୋଣାର୍କ ସଂରକ୍ଷଣ ମାମଲା; ଅଗଷ୍ଟ ୧ରେ ପରବର୍ତ୍ତୀ ଶୁଣାଣି

www.google.com

କଟକ : ବିଶ୍ବ ଐତିହ୍ୟ କୋଣାର୍କ ସୂର୍ଯ୍ୟ ମନ୍ଦିର ସଂରକ୍ଷଣ ଓ ମରାମତି ପ୍ରସଂଗକୁ ନେଇ ହାଇକୋର୍ଟରେ ଦାୟର ମାମଲାର ଶୁଣାଣି ଘୁଞ୍ଚିଛି। ଜଷ୍ଟିସ୍‌ ଶୁଭାଶିଷ ତାଳପତ୍ର ଓ ଜଷ୍ଟିସ୍‌ ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ଦିଲ୍ଲୀପ କୁମାର ମହାପାତ୍ରଙ୍କ ଜନସ୍ବାର୍ଥ ଆବେଦନର ପରବର୍ତ୍ତୀ ଶୁଣାଣି ଅଗଷ୍ଟ ୧କୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପରବର୍ତ୍ତୀ ଶୁଣାଣି ସମୟରେ କୋଣାର୍କ ସଂରକ୍ଷଣ ପ୍ରସଂଗରେ ଗ୍ରହଣ କରାଯାଉଥିବା ପଦକ୍ଷେପର ସାନି ସ୍ଥିତି ନେଇ ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ ସ˚ସ୍ଥା (ଏଏସ୍‌ଆଇ) ପକ୍ଷରୁ ହାଇକୋର୍ଟଙ୍କୁ ଅବଗତ କରାଯିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe