ବଲାଙ୍ଗୀର ପାଇଁ ନୂଆଁଖାଇ ଲଗ୍ନ ଧାର୍ଯ୍ୟ: ସେପ୍ଟେମ୍ବର ୮ତାରିଖ ସକାଳ ୯ଟା ୩୫ରୁ ୧୦ଟା ୭ ଭିତରେ ନବାନ୍ନ ଲାଗି

ବଲାଙ୍ଗୀର ପାଇଁ ନୂଆଁଖାଇ ଲଗ୍ନ ଧାର୍ଯ୍ୟ: ସେପ୍ଟେମ୍ବର ୮ତାରିଖ ସକାଳ ୯ଟା ୩୫ରୁ ୧୦ଟା ୭ ଭିତରେ ନବାନ୍ନ ଲାଗି

ବଲାଙ୍ଗୀର: ବଲାଙ୍ଗୀର ପାଇଁ ନୂଆଁଖାଇ ଲଗ୍ନ ଧାର୍ଯ୍ୟ, ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥି ସେପ୍ଟେମ୍ବର ୮ତାରିଖ ସକାଳ ୯ଟା ୩୫ରୁ ୧୦ଟା ୭ ଭିତରେ ନବାନ୍ନ ଲାଗି

ଲଗ୍ନ ଧାର୍ଯ୍ୟ ହୋଇଛି। ଏହି ସମୟରେ ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବ। ବଲାଙ୍ଗୀର ଜିଲ୍ଲାର ଜ୍ୟୋତିଷ ପଣ୍ଡିତ ମହାସଭା ନବାନ୍ନ ଲଗ୍ନ ନିର୍ଣ୍ଣାୟକ କମିଟିରେ ନିଷ୍ପତ୍ତି ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe