ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥା ଶୃଙ୍ଖଳିତ କରିବାକୁ ଲଗାଯିବ ଏ.ଆଇ. କ୍ୟାମେରା: ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

Advertisment
ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥା ଶୃଙ୍ଖଳିତ କରିବାକୁ ଲଗାଯିବ ଏ.ଆଇ. କ୍ୟାମେରା: ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

pragativadi

ପୁରୀ: ରତ୍ନଭଣ୍ଡାରରୁ ବାକ୍ସ ଓ  ଆଲମିରା ସ୍ଥାନାନ୍ତର ପାଇଁ ସରକାରୀ ଅନୁମତି ମିଳିସାରିଛି। ଖୁବ୍ ଶୀଘ୍ର ରତ୍ନଭଣ୍ଡାର ମରାମତି ସାଙ୍ଗକୁ ଅଳଙ୍କାର ଗଣତି, ମଣତି ପ୍ରକ୍ରିୟା ଆରମ୍ଭ ହେବ। ରତ୍ନଭଣ୍ଡାରର ସ୍ଥିତି ଅନୁଧ୍ୟାନ ପାଇଁ  ଜିପିଆରଏସ୍ ସର୍ଭେ ସହ ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ ପ୍ରୟୋଗ କରାଯିବ ବୋଲି ଆଇନ  ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି। ଶ୍ରୀମନ୍ଦିର ଭକ୍ତଙ୍କ ଗହଳି ଓ ଭିଡ଼ ନିୟନ୍ତ୍ରଣ ପାଇଁ ଲଗାଯିବ ଏ.ଆଇ କ୍ୟାମେରା। ଏହାଦ୍ୱାରା ଦର୍ଶନ ବ୍ୟବସ୍ଥା ଶୃଙ୍ଖଳିତ ହେବ।

ପୁରୀରେ ରଥ ସେବା ସମ୍ମାନ- ୨୦୨୪ କାର୍ଯ୍ୟକ୍ରମରେ ଯୋଗ ଦେବା ଅବସରରେ ଏହି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe