ଆଇନଜୀବୀଙ୍କୁ ଆର୍ଥିକ ସହାୟତା ପ୍ରସଂଗରେ ସରକାରଙ୍କ ସହଯୋଗ ଲୋଡ଼ାଗଲା

Advertisment
ଆଇନଜୀବୀଙ୍କୁ ଆର୍ଥିକ ସହାୟତା ପ୍ରସଂଗରେ ସରକାରଙ୍କ ସହଯୋଗ ଲୋଡ଼ାଗଲା

Telegraph India

କଟକ : କରୋନା ଭୂତାଣୁ ସଂକ୍ରମଣକୁ ନେଇ ଦେଖାଦେଇଥିବା ପରିସ୍ଥିତିରେ ଆଇନଜୀବୀଙ୍କୁ ଆର୍ଥିକ ସହାୟତା ପ୍ରଦାନ ପ୍ରସଂଗରେ ରାଜ୍ୟ ସରକାରଙ୍କୁ ସହଯୋଗ କରିବା ପାଇଁ ରାଜ୍ୟ ଆଇନଜୀବୀ ପରିଷଦ ଅନୁରୋଧ କରିଛି। ପରିଷଦ ସ୍ବତନ୍ତ୍ର କମିଟିର ଜୁଲାଇ ୧୦ର ବୈଠକରେ ଓଡ଼ିଶା ରାଜ୍ୟ ବାର୍ କାଉନସିଲ ଆଡଭୋକେଟସ୍‌ ୱେଲଫେୟାର ଫଣ୍ଡ୍‌କୁ ଆର୍ଥିକ ସହାୟତା ଯୋଗାଇ ଦେବାକୁ ରାଜ୍ୟ ସରକାରଙ୍କୁ ଅନୁରୋଧ କରିବା ପାଇଁ ପ୍ରସ୍ତାବ ଗ୍ରହଣ କରାଯାଇଥିଲା। ଏଭଳି ନିଷ୍ପତ୍ତି ସଂପର୍କରେ ପରିଷଦ ସଚିବ ଜେ.କେ ସାମନ୍ତସିଂହାରଙ୍କ ପକ୍ଷରୁ ପ୍ରେସ୍ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe