ଭୁବନେଶ୍ୱର : ରାଜ୍ୟ ସରକାର ଆଜି ବରିଷ୍ଠ ଆଇଏଏସ୍ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି। ବରିଷ୍ଠ ଆଇଏସ୍ ଅଫିସର୍ ତଥା ପରିବହନ କମିସନର୍ ମଧୁସୂଦନ ପାଢ଼ୀ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ବାଣିଜ୍ୟ କର କମିସନର୍ ଶାଶ୍ୱତ ମିଶ୍ରଙ୍କୁ ପରିବହନ କମିସନର୍ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସେହିପରି ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଥିବା ସି ଜେ ବେଣୁଗୋପାଳଙ୍କୁ ଇଲେକ୍ଟ୍ରୋନିକ୍ସ ଓ ଆଇଟି ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ମିଳିଛି।
ମଧୁ ପାଢ଼ୀ ହେଲେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ
/sambad/media/post_attachments/wp-content/uploads/2018/07/madhusudan-padhi.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)