ମଧୁ ପାଢ଼ୀ ହେଲେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ

ମଧୁ ପାଢ଼ୀ ହେଲେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ

ଭୁବନେଶ୍ୱର : ରାଜ୍ୟ ସରକାର ଆଜି ବରିଷ୍ଠ ଆଇଏଏସ୍‌ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି। ବରିଷ୍ଠ ଆଇଏସ୍‌ ଅଫିସର୍‌ ତଥା ପରିବହନ କମିସନର୍‌ ମଧୁସୂଦନ ପାଢ଼ୀ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ବାଣିଜ୍ୟ କର କମିସନର୍‌ ଶାଶ୍ୱତ ମିଶ୍ରଙ୍କୁ ପରିବହନ କମିସନର୍‌ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସେହିପରି ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଥିବା ସି ଜେ ବେଣୁଗୋପାଳଙ୍କୁ ଇଲେକ୍ଟ୍ରୋନିକ୍ସ ଓ ଆଇଟି ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ମିଳିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe